Masthead

ଏଥର ବିଜେପି କ୍ଷମତାକୁ ଆସିବା କଷ୍ଟକର: ଖଡଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ୩୦୦ରୁ ଅଧିକ ଆସନ ଜିତିବ । ଯାହାକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଏକ ବଡ ଦାବି କରିଛନ୍ତି । ସେ କହିଛନ୍ତି ଲୋକସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ୩୦୦ରୁ ଅଧିକ ଆସନ ଜିତିବ । ଆଉ କେବଳ କଂଗ୍ରେସ ଦଳ ୨୭୩ ଆସନ ଅତିକ୍ରମ କରିବ। ଏହା ବ୍ୟତୀତ ସେ ବିଜେପିକୁ ମଧ୍ୟ ଟାର୍ଗେଟ କରିଛନ୍ତି।

ଏଥର ବିଜେପି ୪୦୦ସ୍ଲୋଗାନକୁ ବିରୋଧ କରି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଏକ ସାକ୍ଷାତକାରରେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯାହା କହୁଛନ୍ତି ତାହା ମିଥ୍ୟା ଅଟେ। ୨୦୧୪ ଏବଂ ୨୦୧୯ ନିର୍ବାଚନରେ ସେ ଚାହୁଁଥିବା ସଂଖ୍ୟା ହାସଲ କରିଥିଲେ । କିନ୍ତୁ ଏଥର ତାଙ୍କ କ୍ଷମତାକୁ ଆସିବା କଷ୍ଟକର। ସେ ଦକ୍ଷିଣରେ ଏବଂ ଉତ୍ତରରେ ମଧ୍ୟ ହାରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି