Masthead

ସପ୍ତାହେ ରହିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗ୍ରୀଷ୍ମପ୍ରବାହରେ ଜଳୁଛି ରାଜଧାନୀ । ଧୀରେ ଧୀରେ ତାତିର ପ୍ରକୋପ ବଢିବାରେ ଲାଗିଛି । ଭୁବନେଶ୍ୱରରେ ଶନିବାର ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଛି । ଏହି ଗ୍ରୀଷ୍ମ ପ୍ରବାହ ଆସନ୍ତା ସପ୍ତାହେ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଭୁବନେଶ୍ୱର, ଅନୁଗୁଳ, ଢେଙ୍କାନାଳ ସମେତ ପଶ୍ଚିମ ଓଡ଼ିଶାରେ ଅଧିକ ତାପମାତ୍ରା ରହିବ । ଆସନ୍ତା ୨ରୁ ୩ ଦିନ ଭିତରେ ତାପମାତ୍ରା ୨ ରୁ ୪ଡିଗ୍ରୀ ସେଲସିୟସ ବଢିବ । ଆଭ୍ୟନ୍ତରୀଣ ଦକ୍ଷିଣରେ ୧୮ରୁ ତାପମାତ୍ରା କ୍ରମଶଃ ବଢ଼ିବ । ୨୧ ତାରିଖ ସୁଦ୍ଧା ୩ରୁ ୪ ଡିଗ୍ରୀ ପାରଦ ଉପରକୁ ଉଠିପାରେ । ୨୪ରୁ ପୁଣି ବଢ଼ିବା ସହ ୨୫ ତାରିଖ ସୁଦ୍ଧା କେତେକ ସ୍ଥାନରେ ଆଉ ୨ ଡିଗ୍ରୀ ବଢ଼ିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ