Masthead

କାଲିଠୁ ପୁଣି ବର୍ଷିବ

ଭୁବନେଶ୍ୱର(ବଡ଼ ଖବର ବ୍ୟରୋ):  ପୂର୍ବ-କେନ୍ଦ୍ର ବଙ୍ଗୋପସାଗର ଓ ମିଆଁମାର ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଓଡିଶାରେ ଆଜିଠୁ ପୁଣି ବର୍ଷା ହେବା ଆରମ୍ଭ ହୋଇଛି । ପ୍ରଭାବରେ ଆସନ୍ତାକାଲି ସକାଳ ସାଢେ ୮ଟାଠାରୁ ୨୧ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଉତ୍ତର, ଉପକୂଳ ଓ ଆଭ୍ୟନ୍ତର ଓଡିଶାରେ ବର୍ଷା ସହ କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ସୂଚନା ଅନୁସାରେ ଆସନ୍ତା କାଲି ଭଦ୍ରକ,ମୟରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ୟୋଲୋ ୱାର୍ଣ୍ଣଂ ଜାରି କରାଯାଇଛି ।

ସେହିପରି ୧୯ ଓ ୨୦ ତାରିଖ ଦୁଇ ଦିନ ପାଇଁ ରାଜ୍ୟର ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଦିଆଯାଇଛି। ତେବେ ସେହି ଜିଲ୍ଲା ଗୁଡିକ ହେଲା ଭଦ୍ରକ,ବାଲେଶ୍ୱର,ଯାଜପୁର,କେନ୍ଦ୍ରାପଡା,କଟକ,ଜଗତସିଂହପୁର,ଖୋର୍ଦ୍ଧା,ପୁରୀ,ନୟାଗଡ,ଢେଙ୍କାନାଳ,କେନ୍ଦୁଝର,କନ୍ଧମାଳ,ସୁନ୍ଦରଗଡ,ମୟରଭଞ୍ଜ,ମାଲକାନଗିରି ଓ କୋରାପୁଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର