Masthead

୨ଦିନ ଧରି କାଚିବ ବର୍ଷା

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପରେ ସୃଷ୍ଟି ହୋଇଛି ଏକ ଟ୍ରପ୍‌ଲାଇନ । ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଏବଂ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ