Masthead

୨ ଦିନ ବର୍ଷିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ହେବ ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୬ ଓ ୧୭ ତାରିଖ ଦୁଇ ଦିନ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତା ୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ମୁଖ୍ୟତଃ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲାରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ