Masthead

୩ ଦିନ ଯାଏଁ ବର୍ଷିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୪୮ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ମୁହାଁ ହୋଇ ପଶ୍ଚିମବଙ୍ଗ, ଝାରଖଣ୍ଡ ତଥା ବିହାର ଆଡ଼କୁ ଗତି କରିବ । ଯାହାର ପ୍ରଭାବରେ ୩ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପ୍ଧଜ୍ଞ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ୩୦ ତାରିଖ ଯାଏ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ୪୦ରୁ ୫୦ କି.ମି ବେଗରେ ପବନ ବହିବ । ଯେଉଁ କାରଣରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ସେହିଭଳି ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୩୦ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷିବା ସହ ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୩୧ ତାରିଖ ଦିନ ମଧ୍ୟ ନୂଆପଡ଼ା, ନବରଙ୍ଗପୁର ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ