Masthead

୩୦ ଯାଏଁ ପ୍ରବଳ ବର୍ଷିବ

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ଲଘୁଚାପ ପ୍ରବଭାରେ ଏପର୍ଯ୍ୟନ୍ତ ସାରା ଓଡ଼ିଶା ବୁଡିରହିଥିବା ବେଳେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୨୬ରୁ ରାଜ୍ୟରେ ପ୍ରବଳ ବର୍ଷା । ୩୦ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ। ବଙ୍ଗୋପସାଗରରେ ଅବପାତ ଫଳରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ପୂର୍ବାନୁମାନ କରିଛନ୍ତି ।

ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୦ରୁ ୨୨ ତାରିଖ ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, ଦେଓଗଡ଼, ସମ୍ୱଲପୁର, ବରଗଡ଼, ବଲାଙ୍ଗୀର, କନ୍ଧମାଳ, ଢେଙ୍କାନାଳ ଓ ଅନୁଗୁଳରେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି