୩୦ ଯାଏଁ ପ୍ରବଳ ବର୍ଷିବ

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ଲଘୁଚାପ ପ୍ରବଭାରେ ଏପର୍ଯ୍ୟନ୍ତ ସାରା ଓଡ଼ିଶା ବୁଡିରହିଥିବା ବେଳେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୨୬ରୁ ରାଜ୍ୟରେ ପ୍ରବଳ ବର୍ଷା । ୩୦ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ। ବଙ୍ଗୋପସାଗରରେ ଅବପାତ ଫଳରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ପୂର୍ବାନୁମାନ କରିଛନ୍ତି ।

ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୦ରୁ ୨୨ ତାରିଖ ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, ଦେଓଗଡ଼, ସମ୍ୱଲପୁର, ବରଗଡ଼, ବଲାଙ୍ଗୀର, କନ୍ଧମାଳ, ଢେଙ୍କାନାଳ ଓ ଅନୁଗୁଳରେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ