Masthead

ବର୍ଷା ହେବ, ଉତ୍ତାପ କମିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢୁଛି ଉତ୍ତାପ । ତେଣେ ଜଙ୍ଗଲ ଜଳୁଛି । ମଣିଷ ସହ ଜୀବଜନ୍ତୁ ଅସ୍ତବ୍ୟସ୍ତ ହୋଇପଡ଼ୁଛନ୍ତି । ଆଶ୍ୱସ୍ତିର କଥା ଆସନ୍ତା ୧୩ ରୁ ବର୍ଷା ହେବ ବୋଲି ପାଣିବାଗ ବିଭାଗ ପୁର୍ବାନୁମାନ କରିଛି । କାଳବୈଶାଖୀ ପାଇଁ ଅନୁକୂଳ ବାତ୍ତାବରଣ ସୃଷ୍ଟି ହୋଇଥିବାରୁ ଆସନ୍ତା ୪ ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ଆଶା କରାଯାଉଛି ।୭ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି ।

ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏନେଇ ୭ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି । ୧୨ ଓ ୧୩ ତାରିଖରେ ଘଡଘଡି ସହ ବର୍ଷା ସମ୍ଭାବନା ଥିବାରୁ ପଦକ୍ଷପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ଝାରସୁଗୁଡା , ସୁନ୍ଦରଗଡ , ଅନୁଗୁଳ , କେନ୍ଦୁଝର , ମୟୁରଭଞ୍ଜ , ବାଲେଶ୍ୱର ,ଓ ଭଦ୍ରକ ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ଚିଠି ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା