ଭିଜିଲାନ୍ସ ଜାଲରେ ITDA ସହକାରୀ ନିର୍ବାହୀ ଯନ୍ତ୍ରୀ

ବାଲିଗୁଡ଼ା(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ITDA ସହକାରୀ ନିର୍ବାହୀ ଯନ୍ତ୍ରୀ । ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ।ଏକକାଳୀନ ୯ଟି ସ୍ଥାନରେ ଚାଲିଛି ସର୍ଚ୍ଚ ଅପରେସନ । ଭୁବନେଶ୍ବର ସହ ଯାଜପୁର, ବାରିପଦା ଓ ବାଲିଗୁଡ଼ାରେ ଚାଲିଛି ଯାଞ୍ଚ। ଚଢ଼ାଉରେ ୨ ଅତିରିକ୍ତ SP, ୫ DSP, ୬ଇନ୍ସପେକ୍ଟର ସାମିଲ।

ଖବର ଅନୁଯାୟୀ, ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରାଙ୍କର ଭୁବନେଶ୍ଵର ଚନ୍ଦ୍ରଶେଖରପୁର ସ୍ଥିତ ଏକ ଚାରି ମହଲା କୋଠା, ଶୈଳେଶ୍ରୀବିହାର ସ୍ଥିତ ତିନି ମହଲା ଘର, ପଟିଆ ସ୍ଥିତ ଦୁଇ ମହଲା ଘର, ଚନ୍ଦ୍ରଶେଖରପୁର ସ୍ଥିତ ଦୁଇ ମହଲା ଘର, ଧର୍ମଶାଳା ସ୍ଥିତ ପୈତୃକ ଘର, ବାରିପଦା ଟାଉନରେ ଥିବା ସମ୍ପର୍କୀୟଙ୍କ ଘର, ଧର୍ମଶାଳା କଲେଜ ନିକଟରେ ଥିବା ସମ୍ପର୍କୀୟଙ୍କ ଘର, ସହକାରୀ ଯନ୍ତ୍ରୀଙ୍କ ଅଫିସ୍ ଏବଂ ସରକାରୀ ବାସଭବନରେ ଭିଜିଲାନ୍ସ ଚଢାଉ କରିଛି। ଏହି ଚଢାଉରେ ୨ ଜଣ ଅତିରିକ୍ତ ଏସପି, ୫ ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର, ଏବଂ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!