Masthead

ଭଙ୍ଗା ଯିବ ସ୍କୁଲଘର!

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):  ବାହାନଗା ଟ୍ରେନ ଟ୍ରାଜେଡି । ଭଙ୍ଗା ଯାଇପାରେ ସ୍କୁଲ ଘର । ସ୍କୁଲ ପରିଦର୍ଶନ ବେଳେ ସୂଚନା ଦେଲେ ଜିଲ୍ଲାପାଳ । ପିଲା ଡରୁଥିବାରୁ ଭଙ୍ଗାଯାଇପାରେ ବାହାନଗା ହାଇସ୍କୁଲ । ସ୍କୁଲ ପରିଚାଳନା କମିଟି ନିଷ୍ପତି ନେଲେ ଭଙ୍ଗା ଯିବ ଘର । ଟ୍ରେନ ଦୁର୍ଘଟଣାରେ ଯାତ୍ରୀଙ୍କ ମୃତଦେହ ସ୍କୁଲରେ ରଖାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା