Masthead

ଭଙ୍ଗା ଯିବ ସ୍କୁଲଘର!

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):  ବାହାନଗା ଟ୍ରେନ ଟ୍ରାଜେଡି । ଭଙ୍ଗା ଯାଇପାରେ ସ୍କୁଲ ଘର । ସ୍କୁଲ ପରିଦର୍ଶନ ବେଳେ ସୂଚନା ଦେଲେ ଜିଲ୍ଲାପାଳ । ପିଲା ଡରୁଥିବାରୁ ଭଙ୍ଗାଯାଇପାରେ ବାହାନଗା ହାଇସ୍କୁଲ । ସ୍କୁଲ ପରିଚାଳନା କମିଟି ନିଷ୍ପତି ନେଲେ ଭଙ୍ଗା ଯିବ ଘର । ଟ୍ରେନ ଦୁର୍ଘଟଣାରେ ଯାତ୍ରୀଙ୍କ ମୃତଦେହ ସ୍କୁଲରେ ରଖାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି