Masthead

ଆମେରିକାର ନୂଆ ଦିନ : ବାଇଡେନ

ଆମେରିକା(ବଡ଼ ଖବର): ଜୋ ବାଇଡେନ ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଆଜିର ଦିନ ଆମେରିକା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ତାଙ୍କ ସହ ଭାରତୀୟ ବଂଶୋଦ୍ଭବ କମଲା ହାରିସ୍ ମଧ୍ୟ ଉପରାଷ୍ଟ୍ରପତିଭାବେ ଶପଥ ଗ୍ରହଣ କରିବେ। ଶପଥ ଗ୍ରହଣ ପୂର୍ବରୁ ଜୋ ବିଡେନ ଟ୍ୱିଟ୍ କରି କହିଛନ୍ତି ଆମେରିକାର ନୂଆ ଦିନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ