Masthead

ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା। ସଂଶୋଧନ ହେବ ବିଭିନ୍ନ ଜିଲ୍ଲା ଏବଂ ସ୍ଥାନ ଗୁଡିକର ନାମରେ ଇଂରାଜୀ ବନାନ। ଏନେଇ ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୭ ଜିଲ୍ଲାର ଇଂରାଜୀ ବନାନକୁ ସଂଶୋଧନ କରାଯିବ। ଓଡ଼ିଆ ନାମ ଅନୁସାରେ ଇଂରାଜୀ ସ୍ପେଲିଙ୍ଗ ରହିବ।ନାମ ସଂଶୋଧନ ହେବା ପରେ ଖୋର୍ଦ୍ଧ ଜିଲ୍ଲାକୁ ଏଣିକି ଓଡ଼ିଆ ନାମ ଅନୁସାରେ ଇଂରାଜୀରେ ମଧ୍ୟ ଖୋରଧା ଲେଖାଯିବ। ସେହିପରି ଓଡ଼ିଆରେ ଦେବଗଡ଼ ଜିଲ୍ଲାକୁ ଇଂରାଜୀରେ ଦେଓଗଡ଼ ବୋଲି ଲେଖାଯାଉଛି, ତାକୁ ସଂଶୋଧନ କରି ଇଂରାଜୀରେ ମଧ୍ୟ ଦେବଗଡ଼ ବୋଲି ଲେଖାଯିବ।

ସେହିପରି ଅନେକ ସ୍ଥାନରେ ଡ଼ ପାଇଁ ଇଂରାଜୀରେ ଆର ଲେଖାଯାଏ। ଯେମିତି କେନ୍ଦ୍ରାପଡାକୁ ଇଂରାଜୀରେ କେନ୍ଦ୍ରାପରା, ମହାକାଳପଡା କୁ ମହାକାଳପରା, ନୟାଗଡ଼କୁ ନୟାଗର ବୋଲି ଲେଖାଯାଉଛି। ଇଂରାଜୀ ସ୍ପେଲିଙ୍ଗ ଅନୁସାରେ ତାକୁ ସଂଶୋଧନ କରାଯିବ। ୧୧ ଜିଲ୍ଲାର ୨୪ଟି ସ୍ଥାନର ଇଂରାଜୀ ନାମରେ ସଂଶୋଧନ କରାଯିବ। ଏନେଇ ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୫ ଦିନ ଭିତରେ ଅଭିଯୋଗ କିମ୍ଭା ଆପତ୍ତି ଥିଲେ ତଥ୍ୟ ସହ ଦେବାକୁ ଵିଜ୍ଞପ୍ତିରେ ପ୍ରକାଶ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା