Masthead

ଲଘୁଚାପ ପ୍ରଭାବରେ ଲାଗି ରହିଛି ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଂଜାମ, କନ୍ଧମାଳଜିଲ୍ଲାରେ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇଛି । ଏହାସହ ଏହି ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଂଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଏବଂ ରାୟଗଡ଼ା ଜିଲ୍ଲା ରହିଛି । ଏନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ. ଆର. ବିଶ୍ୱାସ କହିଛନ୍ତି, ୨୨ ଜୁନରେ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟମ ଧରଣ ଓ କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା