Masthead

ଲଘୁଚାପ ପ୍ରଭାବରେ ଲାଗି ରହିଛି ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଂଜାମ, କନ୍ଧମାଳଜିଲ୍ଲାରେ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇଛି । ଏହାସହ ଏହି ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଂଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଏବଂ ରାୟଗଡ଼ା ଜିଲ୍ଲା ରହିଛି । ଏନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ. ଆର. ବିଶ୍ୱାସ କହିଛନ୍ତି, ୨୨ ଜୁନରେ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟମ ଧରଣ ଓ କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା