Masthead

ମାଇକ ବନ୍ଦ କରି ମୋ ଅପମାନ କରାଯାଇଛି : ମଲ୍ଲିକାର୍ଜ୍ଜୁନ ଖଡଗେ

ନୂଆଦିଲ୍ଲୀ   (ବଡ଼ ଖବର ବ୍ୟୁରୋ): ମଣିପୁର ପ୍ରସଙ୍ଗରେ ଗୃହରେ ବିରୋଧୀ କରୁଛନ୍ତି ହଙ୍ଗମା । ବିରୋଧୀ ବରକାରଙ୍କୁ ଟାର୍ଗେଟ କରିଥିବାବେଳ ମଣିପୁର ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି ହେଉଛି । ତେବେ ଗୃହରେ ନିଜ ପକ୍ଷ ରଖିବାବେଳେ ମାଇକ ବନ୍ଦ କରିଥିବା ଅଭିଯୋଗ କରିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜ୍ଜୁନ ଖଡ଼ଗେ । କହିଛନ୍ତି ମୋତେ ସଂସଦରେ କହିବାକୁ ଅନୁମତି ଦିଆଗଲା ନାହିଁ ।

ମୋର ମାଇକ ବନ୍ଦ କରିଦିଆଗଲା । ମୋର ଅପମାନ କରାଯାଇଛି । ମୋର ଆତ୍ମବିଶ୍ୱାସକୁ ଆଘାତ ପହଞ୍ଚାଯାଇଛି । ଯଦି ସରକାରଙ୍କ ନିଦେ୍ର୍ଦଶରେ ଗୃହ ଚାଲେ ତାହାଲେ ମୁଁ ଭାବିବି ଯେ ଲୋକତନ୍ତ୍ର ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ