Masthead

ଲାଞ୍ଚ ନେଲାବେଳେ ଧରାପଡିଲେ ଜେ.ଇ

ଡେଲାଙ୍ଗ(ବଡ଼ ଖବର ବ୍ୟୁରୋ): ଡେଲାଙ୍ଗ ବ୍ଲକ ଅଙ୍ଗନୱାଡି କେନ୍ଦ୍ର ନିର୍ମାଣ ଦିଗରେ ଚୂଡାନ୍ତ ବିଲ ରିଲିଜ ପାଇଁ ଜଣେ କଣ୍ଟା୍ରକ୍ଟରଙ୍କ ଠାରୁ ଡେଲାଙ୍ଗ ଜେ.ଇ ରଜନୀକାନ୍ତ ମାଝୀ ୩୦,୦୦୦ ଟଙ୍କା ଲାଞ୍ଚ ନେଉଥିଲେ । ଲାଞ୍ଚ ନେଲାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।

ଭିଜିଲାନ୍ସ ୩୦,୦୦୦ ଟଙ୍କା ଜବତ କରିବା ସହ ଅଭିଯୁକ୍ତ ଜେ.ଇଙ୍କୁ ୧୮/୨୦୨୩ ଅଣ୍ଡର ସେକ୍ସନ ୭ପିସି ଧାରାରେ ଗିରଫ କରାଯାଇଛି । ରଜନୀକାନ୍ତ ମାଝୀଙ୍କ ୨ଟି ଯାଗାରେ ଚଢାଉ କରିବା ସହ ତଦନ୍ତ ପ୍ରକ୍ରିୟା ଜାରି ରଖିଛନ୍ତି ଭୁବନେଶ୍ୱର ଭିଜିଲାନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ