Masthead

ଜଗା ଦର୍ଶନ: କଟକଣା କୋହଳ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ଦର୍ଶନ ପାଇଁ ହଟିଲା କୋଭିଡ ନେଗେଟିଭ୍ ସାର୍ଟିଫିକେଟ କଟକଣା । ଜାନୁଆରୀ ୨୧ରୁ ଫେବୁଆରୀ ୨୧ ପର୍ଯ୍ୟନ୍ତ ଭକ୍ତମାନଙ୍କ ପାଇଁ ଆବଶ୍ୟକ ହେବ ନାହିଁ କରୋନା ନେଗେଟିଭ୍ ସାର୍ଟିଫିକେଟ । ବୃଦ୍ଧବୃଦ୍ଧାଙ୍କ ପାଇର୍ ହେବ ସ୍ୱତନ୍ତ୍ର ଲାଇନ ବ୍ୟବସ୍ଥା । ୩୦ହଜାର ଭକ୍ତଙ୍କ ପାଇଁ ଦର୍ଶନ ସୁବିଧା କରାଯିବ । ପୁରୀବାସୀଙ୍କୁ ସକାଳ ୬ରୁ ୭ ଯାଏଁ ଦର୍ଶନ ସୁବିଧା ମିଳିବ । ମାସ୍କ, ସାମାଜିକ ଦୂରତା ଓ ସାନିଟାଇଜର କଟକଣା ବଳବତ୍ତର ରହିବ । ରବିବାର ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ