Masthead

ଜଗା ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ସକାଳରୁ ଅପରାହ୍ନ । ଦୁଇ ଥର ମନ୍ଦିରରେ ଘଟିଲାଣି ଅଘଟଣ । ସକାଳେ ମନ୍ଦିରର ଧୁକୁଡି ଦ୍ୱାରରେ ପଡିଥିଲା ରକ୍ତର ଛିଟା । ଆଉ ଅପରାହ୍ନରେ ମନ୍ଦିର ବେଢାରେ ଘଟିଛି ଜଣେ ଭକ୍ତଙ୍କ ମୃତ୍ୟୁ । ଯାହାକୁ ନେଇ ଭକ୍ତଙ୍କ ମଧ୍ୟରେ ଦେଖାଦେଇଛି ଅସନ୍ତୋଷ । ଗତବର୍ଷ ଦେଶ ତଥା ରାଜ୍ୟ ଲାଗି ମହାମାରୀ କରୋନା ଘାତକ ସାଜିଥିଲା । ଅନ୍ୟପଟେ ଚଳିତବର୍ଷ ମାର୍ଚ୍ଚରୁ ବଢିଛି ତାତି । ଆଗକୁ ଏହା ଆହୁରୀ ଭୟଙ୍କର ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞମାନେ କହିଲେଣି । ଏଭଳି ସ୍ଥିତିରେ ଆଜି ଶ୍ରୀମନ୍ଦିରରେ ଘଟିଛି ଏଭଳି ଅଘଟଣ ।

ମହାପ୍ରଭୁଙ୍କୁ ଦର୍ଶନସାରି ମନ୍ଦିରରୁ ଫେରୁଥିଲେ ଜଣେ ଭକ୍ତ । ହଠାତ ମନ୍ଦିର ବେଢାରେ ପଡିଯାଇଥିଲେ । ତାଙ୍କୁ ତୁରନ୍ତ ସେଠାରୁ ହସ୍ପିଟାଲ ନିଆଯାଇଥିଲା । ମାତ୍ର ମେଡିକାଲରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ମୃତକହେଲେ କଟକର ମନହୋରଲାଲ ରାଇକୁୱାର । ଏହି ଖବର ପ୍ରଚାର ପରେ ଲୋକଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଅଜଣା ଭୟ । ପ୍ରଶ୍ନ ଉଠୁଛି ଯେ, କୋପ କଲେଣି କି ଜଗନ୍ନାଥ । ଦିନକରେ ୨ଥର ହେଲାଣି ମନ୍ଦିର ଅଶୌଚ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା