Masthead

ଆଜିଠୁ ପୁଣି ଜଗା ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ପୁଣି ଜଗା ଦର୍ଶନ କରିବେ ଭକ୍ତ । ତିନି ଦିନ ବନ୍ଦ ପରେ ଆଜି ଖୋଲିବ ଶ୍ରୀମନ୍ଦିର । ଗଣେଶ ପୂଜାଠାରୁ ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିଥିଲା ଶ୍ରୀମନ୍ଦିର । ଆଜିଠାରୁ ପୁଣି ଜଗା ଦର୍ଶନ ଆରମ୍ଭ । ତେବେ କରୋନା କଟକଣାକୁ କିଛି ମାତ୍ରାରେ କୋହଳ କରିଛି ପ୍ରଶାସନ।

ଶ୍ରୀମନ୍ଦିରକୁ ପୂଜା ସାମଗ୍ରୀ ନେଇପାରିବେ ଶ୍ରଦ୍ଧାଳୁ । ଏହାସହ ଆନନ୍ଦ ବଜାରରେ ବସି ମହାପ୍ରସାଦ ମଧ୍ୟ ସେବନ କରିପାରିବେ। ଜଗା ପାଇଁ ଏଣିକି ଶ୍ରଦ୍ଧାଳୁ ନେଇ ପାରିବେ ତୁଳସୀ ମାଳ ଏବଂ ପୂଜା ସାମଗ୍ରୀ। ଏହାସହ ଆନନ୍ଦ ବଜାରରେ ବସି ମହାପ୍ରସାଦ ସେବନ କରିପାରିବେ ଭକ୍ତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର