Masthead

ବଢିଲା ଜଗା ଦର୍ଶନ ଅବଧି

ପୁରୀ (ବଡ଼ ଖବର ବ୍ୟୁରୋ): ବଢିଲା ଜଗା ଦର୍ଶନ ଅବଧି । ସକାଳ ୭ରୁ ରାତି ୯ଟା ଯାଏଁ କରିବେ ଦର୍ଶନ । ଏଣିକି ଶନିବାର ଖୋଲା ରହିବ ଶ୍ରୀମନ୍ଦିର । ଆର ଟି ପିସିଆର ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ ।

କେବଳ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର । ରବିବାର ସାନିଟାଇଜେସନ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । ୨ଟି ଟିକାର ପ୍ରମାଣପତ୍ର ଦେଖାଇବାକୁ ପଡିବ । ସେପ୍ଟେମ୍ବର ୧୦ରେ ଗଣେଷ ପୂଜା ଥିବାରୁ ସେଦିନ ବନ୍ଦ ରହିବ ଶ୍ରୀମନ୍ଦିର ।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା