Masthead

ବଢିଲା ଜଗା ଦର୍ଶନ ଅବଧି

ପୁରୀ (ବଡ଼ ଖବର ବ୍ୟୁରୋ): ବଢିଲା ଜଗା ଦର୍ଶନ ଅବଧି । ସକାଳ ୭ରୁ ରାତି ୯ଟା ଯାଏଁ କରିବେ ଦର୍ଶନ । ଏଣିକି ଶନିବାର ଖୋଲା ରହିବ ଶ୍ରୀମନ୍ଦିର । ଆର ଟି ପିସିଆର ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ ।

କେବଳ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର । ରବିବାର ସାନିଟାଇଜେସନ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । ୨ଟି ଟିକାର ପ୍ରମାଣପତ୍ର ଦେଖାଇବାକୁ ପଡିବ । ସେପ୍ଟେମ୍ବର ୧୦ରେ ଗଣେଷ ପୂଜା ଥିବାରୁ ସେଦିନ ବନ୍ଦ ରହିବ ଶ୍ରୀମନ୍ଦିର ।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ