Masthead

ରତ୍ନଭଣ୍ଡାର ଚାବି ହଜିଛି କି ନାହିଁ ଆମେ ଜାଣିନୁ: ଜଗନ୍ନାଥ ସାରକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରତ୍ନଭଣ୍ଡାର ଚାବି ପ୍ରସଙ୍ଗ । ଅଜବ ପ୍ରତିକ୍ରିୟା ରଖିଲେ ଆଇନମନ୍ତ୍ରୀ ଜଗନ୍ନାଥ ସାରକା । କହିଲେ ରତ୍ନଭଣ୍ଡାର ଚାବି ହଜିଛି କି ନାହିଁ ଆମେ ଜାଣିନୁ । ମୁଁ ଆଜି ପର୍ୟ୍ୟନ୍ତ ଯେତିକି ଜାଣିଛି, ରତ୍ନ ଭଣ୍ଡାର ଚାବି ହଜିଛି କି ନ ହଜିଛି ଆମେ ସେ ବିଷୟରେ ଜାଣିନୁ । ରାଜ୍ୟ ସରକାର ବିଭିନ୍ନ ସ୍ତରରେ ଶ୍ରୀମନ୍ଦିର ଉନ୍ନତି ପାଇଁ ପଦକ୍ଷେପ ନେଉଛନ୍ତି ।

ରତ୍ନ ଭଣ୍ଡାର ପ୍ରସଙ୍ଗରେ ବିଜେପି ହାଇକୋର୍ଟ ଯାଇଛି । ଯାହା ନିର୍ଦ୍ଦେଶ ଆସିବ ହାଇକୋର୍ଟଙ୍କ ପକ୍ଷରୁ ତାକୁ ରାଜ୍ୟ ସରକାର ବିଚାର ବିମର୍ଶ କରି ପଦକ୍ଷେପ ନେବେ । କିଏ ରାଜନୀତି କରିବେ ମୁଁ କହିବି ପାରିବି ନାହିଁ । ବିଭିନ୍ନ ସ୍ତରରେ ଭିନ୍ନ ଲୋକ ରାଜନୀତି କରନ୍ତି । କିନ୍ତୁ ସରକାର ମନ୍ଦିର ଗୁଡ଼ିକର ଉନ୍ନତିକରଣ ଲାଗି ପ୍ରତିଶ୍ରୁତି ବଦ୍ଧ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା