Masthead

ଗଣେଶ ପୂଜାରେ ଜଗାଦର୍ଶନ ମନା

ପୁରୀ(ବଡ଼ ଖବର ବ୍ୟୁରୋ): ଗଣେଶ ପୂଜାରେ ଜଗାଦର୍ଶନ ମନା । ଗଣେଶ ପୂଜାରେ ସର୍ବସାଧାରଣ ଶ୍ରୀମନ୍ଦିରକୁ ଯାଇପାରିବେ ନାହିଁ । ସେପ୍ଟେମ୍ବର ଗାଇଡଲାଇନ୍ ପରେ ଶ୍ରୀମନ୍ଦିର ପାଇଁ ବସିବ ବୈଠକ । ସଟଡାଉନ୍ ଉଠିବା ପରେ ଶ୍ରୀମନ୍ଦିରରେ ସାଧାରଣ ଭକ୍ତଙ୍କ ଦର୍ଶନ ସମ୍ପର୍କରେ ନିଷ୍ପତ୍ତି ନିଆଯିବ । ଆସନ୍ତା ସପ୍ତାହରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସି ପରବର୍ତ୍ତୀ ନିଷ୍ପତ୍ତି ଗ୍ରହଣ କରାଯିବ ।

ଶନିବାର, ରବିବାର ଦର୍ଶନ ଅନୁମତି ମିଳିବ କି ନାହିଁ ବୈଠରେ ସ୍ଥିର ହେବ । ଏବେ ପୂର୍ବଭଳି ସପ୍ତାହାନ୍ତରେ ଶ୍ରୀମନ୍ଦିର ବନ୍ଦ ରହିବ । ପୂର୍ବ ଏସଓପି ଅନୁସାରେ ଦର୍ଶନ ବ୍ୟବସ୍ଥା ଜାରି ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି