କଟକ ଫାଇନାନ୍ସ ସଂସ୍ଥାରୁ ଲୁଟ୍ ପରେ ସଜାଗ ହେଲା ପୋଲିସ

ପାରାଦୀପ (ବଡ଼ ଖବର ବ୍ୟୁରୋ): ଦିନ ଦ୍ୱିପ୍ରହରରେ ଲୁଟ୍ । ତାହା ପୁଣି ବ୍ୟଙ୍କ୍ ଭିତରୁ । କଟକ ଆଇଆଇଏଫଏଲ ଫାଇନାନ୍ସ ସଂସ୍ଥାରୁ ଦିନ ଦ୍ୱିପ୍ରହରରେ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଲକ୍ଷାଧିକ ଟଙ୍କା ସହ ୧୦ରୁ ୧୨କୋଟି ଟଙ୍କାର ସୁନାଗହଣା । ଏହି ଘଟଣା ପରେ ଏବେ ଜଗତସିଂହପୁର ଜିଲ୍ଲା ପୋଲିସ ପକ୍ଷରୁ ସମଗ୍ର ଜିଲ୍ଲାରେ ହାଇଆଲର୍ଟ ଜାରି କରାଯାଇଛି। କଟକ-ପାରାଦୀପ ରାସ୍ତାର ପ୍ରତି ଛକ ଓ ସମ୍ବେଦନଶୀଳ ସ୍ଥାନରେ ଆଜି ଦିନ ୧୦ଟା ପରଠାରୁ ପୋଲିସ କଡ଼ାକଡ଼ି ଯାଞ୍ଚ କରୁଛି। ରାସ୍ତାରେ ଯାତାୟାତ କରୁଥିବା ପ୍ରତ୍ୟେକ ଗାଡ଼ିକୁ ତନଖି କରାଯାଉଛି। ଅନ୍ୟପଟେ ପାରାଦୀପ ଲକ୍ ଥାନା ଅଧୀନ ଭୂତମୁଣ୍ଡାଇ ବଜାରଠାରେ ଲକ୍ ଥାନା ପକ୍ଷରୁ ମଧ୍ୟ ଗାଡ଼ି ଯାଞ୍ଚ କରାଯାଉଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’