Masthead

ଚୋରି କରି ଛେଚା ଖାଇଲେ ଯୁବକ

ଜଗତସିଂହପୁର(ବଡ଼ ଖବର ବୁରୋ): ସଦରଥାନା ଅନ୍ତର୍ଗତ ମଧୁସୂଦନପୁର ଗାଁର ଦୁଇଜଣ ଚୋରକୁ ଧରି ପୋଲିସ ଜିମା ଦେଲେ ଗ୍ରାମବାସୀ । ଗାଁ ଠାରୁ ସହର ପର୍ୟ୍ୟନ୍ତ ଧଳାଜହର କାରବାର ବ୍ୟାପିବାରେ ଲାଗିଛି । ସ୍କୁଲ କଲେଜର ପିଲାମାନେ ନିଶାଗ୍ରସ୍ତ ହୋଇପଡୁଛନ୍ତି । ମଧୁସୂଦନପୁର ଗାଁରେ ଟ୍ରାକ୍ଟରରୁ ବ୍ୟାଟେରୀ ଚୋରି କରୁଥିବା ଦୁଇଜଣ ଯୁବକଙ୍କୁ ଗ୍ରାମବାସୀ ଧରି ଗଛରେ ବାନ୍ଧି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଂଚି ସେମାନଙ୍କୁ ଉଦ୍ଧାର କରି ଥାନାକୁ ଆଣିଥିଲା । ଯୁବକ ଦୁଇଜଣ ସ୍ଥାନୀୟ ତରତଙ୍ଗ ଗ୍ରାମର ଅଲେଖ ଭୋଇ ଓ ବୁବୁ ଭୋଇ । ପୋଲିସ ସେମାନଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି