Masthead

ବସ୍-ବାଇକ ମୁହାଁମୁହିଁ ଧକ୍କା, ୨ଜଣଙ୍କ ମୃତ୍ୟୁ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ବସ୍-ବାଇକ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ । ଜଣେ ଘଟଣାସ୍ଥଳରେ, ଅନ୍ୟ ଜଣେ ମେଡିକାଲରେ ମୃତ । ନାଉଗାଁ ବ୍ଲକ୍ ପାଳସାହି ଛକ ନିକଟରେ ଦୁର୍ଘଟଣା । ୪ ଯୁବକ ବାଇକରେ ଫେରୁଥିବା ବେଳେ ଧକ୍କା ଦେଲା ବସ୍ । ପୁରୀ ବାସେଳୀ ସାହି ଅଞ୍ଚଳ ର ୪ ଜଣ ବନ୍ଧୁ ଗୋରେଖନାଥ ପୀଠ ରୁ ଦର୍ଶନ ସାରି ନିଜ ଘର ଅଭିମୁଖେ ବାଇକି ଯୋଗେ ଆସୁଥିବା ସମୟରେ ନାଉଗାଁ ପାଳସାହି ନିକଟରେ ସାଇକ୍ରିଷ୍ଣା ନାମକ ଏକ ଘରୋଇ ବସ ତାଙ୍କୁ ଧକ୍କା ଦେଇଥିଲା ।

ଫଳରେ ବାସେଳୀ ସାହି ଗ୍ରାମର ଅମିତ ସାହୁଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ହୋଇ ପଡିବାରୁ ତାଙ୍କୁ ସଙ୍ଗେ ସଙ୍ଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାତରିତ କରାଯାଇଛି । ଅନ୍ୟପଟେ ଉତେକ୍ତ ସ୍ଥାନୀୟ ଲୋକଙ୍କ ପକ୍ଷରୁ ମୃତଦେହକୁ ରଖାଯାଇ ମୃତକଙ୍କ ପରିବାରକୁ କ୍ଷତି ପୂରଣ ଦାବିରେ ନାଉଗାଁ ଶିଖର ମୁଖ୍ୟ ରାସ୍ତାକୁ ଅବରୋଧ କରାଯାଇଛି । ଘଟଣାସ୍ଥଳରେ ନାଉଗାଁ ପୋଲିସ ପହଂଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଥିବାର ଦେଖା ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା