Masthead

ଜଗା ପାଖରେ ଗଲା ଶେଷ ନିଃଶ୍ୱାସ

ପୁରୀ(ବଡ଼ ଖବର ବ୍ୟୁରୋ): ଜଗା ଦର୍ଶନ ହେଲା ଶେଷ ଦର୍ଶନ। ଶ୍ରୀମନ୍ଦିରରେ ଦର୍ଶନ ବେଳେ ଅସୁସ୍ଥ ହୋଇ ଟଳିପଡିଲେ ଭକ୍ତ ଓ ଶ୍ରୀମନ୍ଦିର ଭିତରେ ମୃତ୍ୟବରଣ କଲେ।ଉତ୍ତରପ୍ରଦେଶ ରାଞ୍ଚିର ୬୫ବର୍ଷୀୟ ରାଜେନ୍ଦ୍ର ସାହାରିଆ ମହାପ୍ରଭୁଙ୍କ ଦର୍ଶନ ପରେ ହଠାତ୍ ଅସୁସ୍ଥ ହୋଇପଡିଲେ।

ତୁରନ୍ତ ତାଙ୍କୁ ସେମାନଙ୍କର ପରିବାର ଲୋକେ ଶ୍ରୀମନ୍ଦିର ବାହାରକୁ ଆଣିବା ପରେ ତାଙ୍କୁ ଶ୍ରୀମନ୍ଦିର ପ୍ରଶାସନ ଆମ୍ବୁଲାନ୍ସ ଯୋଗେ ପୁରୀ ମେଡ଼ିକାଲ ଅଣା ଯାଇଥିଲା ।ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ତେବେ ହୃଦଘାତରେ ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଛନ୍ତି।

ଶ୍ରୀମନ୍ଦିର ଭିତରେ ପ୍ରବଳ ଭିଡ ଯୋଗୁଁ ଭକ୍ତ ଜଣକ ଅଣନିଶ୍ୱସ ହୋଇପଡିବା ସହ ତାଙ୍କ ମୃତ୍ୟୁ ହୋଇଥିଲା ଓ ଭିଡ ନିୟନ୍ତ୍ରଣ କରିବାରେ ପ୍ରଶାସନ ଫେଲ୍ ମାରିବାରୁ ଏଭଳି ଅଘଟଣ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ