Masthead

ଜଗା ପାଖରେ ଗଲା ଶେଷ ନିଃଶ୍ୱାସ

ପୁରୀ(ବଡ଼ ଖବର ବ୍ୟୁରୋ): ଜଗା ଦର୍ଶନ ହେଲା ଶେଷ ଦର୍ଶନ। ଶ୍ରୀମନ୍ଦିରରେ ଦର୍ଶନ ବେଳେ ଅସୁସ୍ଥ ହୋଇ ଟଳିପଡିଲେ ଭକ୍ତ ଓ ଶ୍ରୀମନ୍ଦିର ଭିତରେ ମୃତ୍ୟବରଣ କଲେ।ଉତ୍ତରପ୍ରଦେଶ ରାଞ୍ଚିର ୬୫ବର୍ଷୀୟ ରାଜେନ୍ଦ୍ର ସାହାରିଆ ମହାପ୍ରଭୁଙ୍କ ଦର୍ଶନ ପରେ ହଠାତ୍ ଅସୁସ୍ଥ ହୋଇପଡିଲେ।

ତୁରନ୍ତ ତାଙ୍କୁ ସେମାନଙ୍କର ପରିବାର ଲୋକେ ଶ୍ରୀମନ୍ଦିର ବାହାରକୁ ଆଣିବା ପରେ ତାଙ୍କୁ ଶ୍ରୀମନ୍ଦିର ପ୍ରଶାସନ ଆମ୍ବୁଲାନ୍ସ ଯୋଗେ ପୁରୀ ମେଡ଼ିକାଲ ଅଣା ଯାଇଥିଲା ।ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ତେବେ ହୃଦଘାତରେ ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଛନ୍ତି।

ଶ୍ରୀମନ୍ଦିର ଭିତରେ ପ୍ରବଳ ଭିଡ ଯୋଗୁଁ ଭକ୍ତ ଜଣକ ଅଣନିଶ୍ୱସ ହୋଇପଡିବା ସହ ତାଙ୍କ ମୃତ୍ୟୁ ହୋଇଥିଲା ଓ ଭିଡ ନିୟନ୍ତ୍ରଣ କରିବାରେ ପ୍ରଶାସନ ଫେଲ୍ ମାରିବାରୁ ଏଭଳି ଅଘଟଣ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ