Masthead

ବିଜେପିରେ ମିଶିବେ ଜୟ ଢୋଲକିଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆପଡ଼ାରେ ବିଜେଡି- ବିଜେପି ମଧ୍ୟରେ ଆରମ୍ଭ ହୋଇଛି ଛକାପଞ୍ଝା । ବିଜେଡ଼ି ଛାଡ଼ି ବିଜେପିରେ ଯୋଗେ ଦେଇପାରନ୍ତି ଦିବଙ୍ଗତ ରାଜେନ୍ଦ୍ର ଢ଼ୋଲକିଆଙ୍କ ପୁଅ ଜୟ ଢ଼ୋଲକିଆ। ବିଜେପିରୁ ଉପନିର୍ବାଚନ ପାଇଁ ପ୍ରାର୍ଥୀ ହୋଇପାରନ୍ତି ଜୟ। ଆଜି ରାଜ୍ୟ କାର୍ୟ୍ୟାଳୟରେ ବିଜେପି ରାଜ୍ୟ ସଭପତିଙ୍କ ଉପସ୍ଥିତିରେ ଜୟ ଢ଼ୋଲକିଆ ବିଜେପିରେ ଯୋଗଦାନ କରିବେ ବୋଲି ସୂଚନା ମିଳିଛି।

ନୂଆପଡାର ପୂର୍ବତନ ବିଧାୟକ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ନୂଆପଡାରେ ଉପ ନିର୍ବାଚନ ହେବାକୁ ଯାଉଛି। ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆ ବିଜେଡିରୁ ବିଧାୟକ ଥିବାବେଳେ ତାଙ୍କ ପୁଅ ବିଜେଡି ଟିକେଟରୁ ଲଢ଼ିବା ନେଇ ଚର୍ଚ୍ଚା ହେଉଥିଲା। ସେସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଆଜି ଜୟ ଢୋଲକିଆ ବିଜେପିରେ ଯୋଗଦାନ କରିବା ନେଇ ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି