Masthead

ଶପଥ ନେବେ ଜୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଶପଥ ନେବେ ନବନିର୍ବାଚିତ ନୂଆପଡ଼ା ବିଧାୟକ ଜୟ ଢୋଲକିଆ । ବିଧାନସଭାର ଶୀତକାଳୀନ ଅଧିବେଶନ ଅବ୍ୟବହିତ ପୂର୍ବରୁ ନୂଆପଡ଼ାର ନବନିର୍ବାଚିତ ବିଜେପି ବିଧାୟକ ଜୟ ଢୋଲକିଆ ଆଜି ଶପଥ ଗ୍ରହଣ କରିବେ। ଦିନ ୧ଟା ବେଳେ ଓଡ଼ିଶା ବିଧାନସଭାରେ ଶପଥ ଗ୍ରହଣ କରିବେ ଜୟ । ବାଚସ୍ପତି ସୁରମା ପାଢ଼ୀ ଅପରାହ୍ନ ଗୋଟାଏ ବେଳେ ଜୟଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଏହି କାର୍ଯ୍ୟକ୍ରମରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଓ ଅନ୍ୟ ବିଧାୟକ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି। ଉପନିର୍ବାଚନରେ ୮୩ ହଜାରରୁ ଅଧିକ ଭୋଟ୍‌ରେ ବିଜୟୀ ହୋଇଥିଲେ ଜୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ