Masthead

ଶପଥ ନେବେ ଜୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଶପଥ ନେବେ ନବନିର୍ବାଚିତ ନୂଆପଡ଼ା ବିଧାୟକ ଜୟ ଢୋଲକିଆ । ବିଧାନସଭାର ଶୀତକାଳୀନ ଅଧିବେଶନ ଅବ୍ୟବହିତ ପୂର୍ବରୁ ନୂଆପଡ଼ାର ନବନିର୍ବାଚିତ ବିଜେପି ବିଧାୟକ ଜୟ ଢୋଲକିଆ ଆଜି ଶପଥ ଗ୍ରହଣ କରିବେ। ଦିନ ୧ଟା ବେଳେ ଓଡ଼ିଶା ବିଧାନସଭାରେ ଶପଥ ଗ୍ରହଣ କରିବେ ଜୟ । ବାଚସ୍ପତି ସୁରମା ପାଢ଼ୀ ଅପରାହ୍ନ ଗୋଟାଏ ବେଳେ ଜୟଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଏହି କାର୍ଯ୍ୟକ୍ରମରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଓ ଅନ୍ୟ ବିଧାୟକ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି। ଉପନିର୍ବାଚନରେ ୮୩ ହଜାରରୁ ଅଧିକ ଭୋଟ୍‌ରେ ବିଜୟୀ ହୋଇଥିଲେ ଜୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା