Masthead

ଧର୍ମଘଟକୁ ପ୍ରୋତ୍ସାହନ କଲେ ଜେଲଦଣ୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଧର୍ମଘଟକୁ ପ୍ରତିବାଦ କଲେ ଜେଲଦଣ୍ଡ । ବେଆଇନ ଧର୍ମଘଟକୁ ପ୍ରେତ୍ସାହନ କଲେ ମିଳିବ ଜେଲ ଦଣ୍ଡ । ପ୍ରେତ୍ସାହିତକାରୀଙ୍କୁ ୧ ବର୍ଷ ଜେଲ ଦଣ୍ଡ କିମ୍ବା ୫ ହଜାର ଟଙ୍କା ଯାଏଁ ଜରିମାନା ଦେବାକୁ ପଡିବ । ବିଧାନସଭାରେ ପାରିତ ହେଲା ଓଡ଼ିଶା ଅତ୍ୟାବଶ୍ୟକ ସେବା ସଂଶୋଧନ ବିଲ୍ । ଅଗ୍ନି ନିରାପତ୍ତା ଓ ଜଙ୍ଗଲ ବିଭାଗ ନୂଆ ଅଧିନିୟମରେ ସାମିଲ କରାଯାଇଛି । କାରାଗାର ସଂସ୍କାର, ଇଲେକଟ୍ରୋନିକ୍ସ ସୂଚନା ଓ ଯୋଗାଯୋଗ ସାମିଲ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ