Masthead

ଛାତରୁ ଖସି କଏଦୀ ମୃତ

ବାଣପୁର (ବଡ଼ ଖବର ବ୍ୟୁରୋ): ଛାତରୁ ପଡ଼ି ବିଚାରାଧୀନ କଏଦୀଙ୍କ ମୃତ୍ୟୁ । ବାଣପୁର ସବଜେଲର ପ୍ରଥମ ମହଲାରୁ ପଡ଼ି ଶିବୁନ କୁର୍କୀଙ୍କ ମୃତ୍ୟୁ ହୋଇଛି । ବୁଧବାର ଝାରପଡ଼ା ଜେଲରୁ ଏଠାକୁ ସ୍ଥାନାନ୍ତରିତ ହୋଇଥିଲେ ଶିବୁନ । ଆଜି ଛାତରୁ ଖସିପଡ଼ି ସେ ଗୁରୁତର ଆହତ ହୋଇଥିଲେ । ଜେଲ କର୍ତ୍ତୃପକ୍ଷ ତାଙ୍କୁ ମେଡିକାଲ ନେଉଥିବାବେଳେ ବାଟରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଶିବୁନଙ୍କ ଘର ଆସାମ ବୋଲି ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ