Masthead

ଜେଲ ନା ବେଲ; ୧୩ରେ ଶୁଣାଣି

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ବଲିଉଡ ଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ୟନ ଖାନଙ୍କ ଶୁଣାଣି ଅକ୍ଟୋବର ୧୩ରେ ହେବାକୁ ଯାଉଛି । ଏହା ପୂର୍ବରୁ ଅଧିବେଶନ କୋର୍ଟରେ ଜାମିନ ଆବେଦନ କରାଯାଇଥିଲା । ହେଲେ ଏନସିବିକୁ ଉତ୍ତର ଦେବା ପାଇଁ ସମୟ ଦରକାର କହି ଏହାକୁ ଘୁଞ୍ଚାଇ ଦିଆଯାଇଥିଲା ।

ଅନ୍ୟପଟେ ପ୍ରଥମଥର ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ତିନିଜଣଙ୍କ ମଧ୍ୟରେ ଆର୍ୟନ ଖାନ ରହିଥିଲେ । ତିନିଜଣ ସଦସ୍ୟଙ୍କ ମଧ୍ୟରେ ଆର୍ୟନ ଖାନଙ୍କ ପାଖରୁ ଡ୍ରଗ୍ସ ମିଳିନଥିଲା । ଯାହାଫଳରେ ଅକ୍ଟୋବର ୧୩ରେ ହେବାକୁ ଥିବା ଶୁଣାଣିରେ ଆର୍ୟନଙ୍କୁ ବେଲ ମିଳିବାର ସମ୍ଭାବନା ଉପୁଜୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା