Masthead

ଜେଲ ନା ବେଲ; ୧୩ରେ ଶୁଣାଣି

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ବଲିଉଡ ଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ୟନ ଖାନଙ୍କ ଶୁଣାଣି ଅକ୍ଟୋବର ୧୩ରେ ହେବାକୁ ଯାଉଛି । ଏହା ପୂର୍ବରୁ ଅଧିବେଶନ କୋର୍ଟରେ ଜାମିନ ଆବେଦନ କରାଯାଇଥିଲା । ହେଲେ ଏନସିବିକୁ ଉତ୍ତର ଦେବା ପାଇଁ ସମୟ ଦରକାର କହି ଏହାକୁ ଘୁଞ୍ଚାଇ ଦିଆଯାଇଥିଲା ।

ଅନ୍ୟପଟେ ପ୍ରଥମଥର ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ତିନିଜଣଙ୍କ ମଧ୍ୟରେ ଆର୍ୟନ ଖାନ ରହିଥିଲେ । ତିନିଜଣ ସଦସ୍ୟଙ୍କ ମଧ୍ୟରେ ଆର୍ୟନ ଖାନଙ୍କ ପାଖରୁ ଡ୍ରଗ୍ସ ମିଳିନଥିଲା । ଯାହାଫଳରେ ଅକ୍ଟୋବର ୧୩ରେ ହେବାକୁ ଥିବା ଶୁଣାଣିରେ ଆର୍ୟନଙ୍କୁ ବେଲ ମିଳିବାର ସମ୍ଭାବନା ଉପୁଜୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ