Masthead

ଜେଲ ସୁପରିଟେଣ୍ଡେଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଏକକାଳୀନ ୭ଟି ସ୍ଥାନରେ ରେଡ୍

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଜେଲ୍ ସୁପରିଟେଣ୍ଡେଣ୍ଟ । କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ସୁପରିଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ଵାଇଁଙ୍କ ଘରେ ରେଡ୍‌ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ରେଡ୍‌ । କେନ୍ଦୁଝର, ଭୁବନେଶ୍ବର ବାସଭବନରେ ରେଡ୍‌ । କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ସୁପରିଟେଣ୍ଡେଣ୍ଟ୍ ସତ୍ୟ ପ୍ରକାଶ ସ୍ୱାଇଁଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ । ଶୁକ୍ରବାର ଭୁବନେଶ୍ୱରରୁ ଏକ ଟିମ କେନ୍ଦୁଝର ଭିଜିଲାନ୍ସ ସହାୟତାରେ ଏହି ଚଢ଼ାଉ କରିଛି ।

କେନ୍ଦୁଝର ଅଫିସ୍, ବାସଭବନ,ଭଦ୍ରକ ପୈତୃକ ଭବନ, ଭୁବନେଶ୍ଵର ଲକ୍ଷ୍ମୀସାଗର ନିଜ ଘର ଓ ଶ୍ୱଶୁର ଘର ଜାଗମରାର ମିଶି ମୋଟ୍ ୭ ଟି ସ୍ଥାନରେ ଚଢାଉ ଜାରି ରହିଛି । ସୂଚନା ମୁତାବକ, କେନ୍ଦୁଝର ଜେଲ୍ ଅଧିକ୍ଷକ ସତ୍ୟ ପ୍ରକାଶ ସ୍ୱାଇଁଙ୍କ ସରକାରୀ ବାସ ଭବନରେ ଭିଜିଲାନ୍ସ ରେଡ୍ ଜାରି ରହିଛି । ଏହି ଚଢାଉ ପାଇଁ ସ୍ପେସାଲ ଜଜ୍ ଏକ ସର୍ଚ୍ଚ ୱାରେଣ୍ଟର ଜାରି କରିଥିଲେ । ୧୨ ଜଣ ଡିଏସ୍ପି, ୧୧ ଜଣ ଇନ୍ସପେକ୍ଟର (ଏସ୍ଆଇ ଏବଂ ଏସ୍ଆଇ)ଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଏହି ରେଡ୍ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା