Masthead

ଧର୍ମଘଟକୁ ପ୍ରୋତ୍ସାହନ କଲେ ଜେଲଦଣ୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଧର୍ମଘଟକୁ ପ୍ରତିବାଦ କଲେ ଜେଲଦଣ୍ଡ । ବେଆଇନ ଧର୍ମଘଟକୁ ପ୍ରେତ୍ସାହନ କଲେ ମିଳିବ ଜେଲ ଦଣ୍ଡ । ପ୍ରେତ୍ସାହିତକାରୀଙ୍କୁ ୧ ବର୍ଷ ଜେଲ ଦଣ୍ଡ କିମ୍ବା ୫ ହଜାର ଟଙ୍କା ଯାଏଁ ଜରିମାନା ଦେବାକୁ ପଡିବ । ବିଧାନସଭାରେ ପାରିତ ହେଲା ଓଡ଼ିଶା ଅତ୍ୟାବଶ୍ୟକ ସେବା ସଂଶୋଧନ ବିଲ୍ । ଅଗ୍ନି ନିରାପତ୍ତା ଓ ଜଙ୍ଗଲ ବିଭାଗ ନୂଆ ଅଧିନିୟମରେ ସାମିଲ କରାଯାଇଛି । କାରାଗାର ସଂସ୍କାର, ଇଲେକଟ୍ରୋନିକ୍ସ ସୂଚନା ଓ ଯୋଗାଯୋଗ ସାମିଲ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ