Masthead

ରିଲିଜ ହେଲା ଜେଲର

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ପରଦାକୁ ଆସିଛି ବହୁ ପ୍ରତିକ୍ଷୀତ ଫିଲ୍ମ ଜେଲର । ସାଉଥ ସୁପରଷ୍ଟାର ରଜନୀକାନ୍ତ ଏବଂ ତମନ୍ନା ଭାଟ୍ଟିଆଙ୍କ ଅଭିନୀତ ଏହି ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟରେ ବେଶ ଉତ୍କଣ୍ଠା ଦେଖାଦେଇଛି । ଆଗୁଆ ଅନଲାଇନ ଟିକେଟ ବୁକିଂରେ ଫିଲ୍ମଟି ୧୩ କୋଟି ଟଙ୍କା ସଂଗ୍ରହ କରିଛି ।

ଫିଲ୍ମ ଦେଖିବାକୁ ହଲ ସାମ୍ନାରେ ପ୍ରଶଂସକ ଭିଡ ଜମାଇଛନ୍ତି । ଫିଲ୍ମଟିରେ ରଜନୀକାନ୍ତ ଜଣେ ଜେଲର ଭାବେ ଅଭିନୟ କରିଛନ୍ତି । ରଜନୀକାନ୍ତଙ୍କ ପ୍ରଶଂସକଙ୍କୁ ଦୃଷ୍ଟିରେ ରଖି ଚେନ୍ନାଇ ଓ ବାଙ୍ଗାଲୋରରେ ଛୁଟି ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର