Masthead

ରିଲିଜ ହେଲା ଜେଲର

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ପରଦାକୁ ଆସିଛି ବହୁ ପ୍ରତିକ୍ଷୀତ ଫିଲ୍ମ ଜେଲର । ସାଉଥ ସୁପରଷ୍ଟାର ରଜନୀକାନ୍ତ ଏବଂ ତମନ୍ନା ଭାଟ୍ଟିଆଙ୍କ ଅଭିନୀତ ଏହି ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟରେ ବେଶ ଉତ୍କଣ୍ଠା ଦେଖାଦେଇଛି । ଆଗୁଆ ଅନଲାଇନ ଟିକେଟ ବୁକିଂରେ ଫିଲ୍ମଟି ୧୩ କୋଟି ଟଙ୍କା ସଂଗ୍ରହ କରିଛି ।

ଫିଲ୍ମ ଦେଖିବାକୁ ହଲ ସାମ୍ନାରେ ପ୍ରଶଂସକ ଭିଡ ଜମାଇଛନ୍ତି । ଫିଲ୍ମଟିରେ ରଜନୀକାନ୍ତ ଜଣେ ଜେଲର ଭାବେ ଅଭିନୟ କରିଛନ୍ତି । ରଜନୀକାନ୍ତଙ୍କ ପ୍ରଶଂସକଙ୍କୁ ଦୃଷ୍ଟିରେ ରଖି ଚେନ୍ନାଇ ଓ ବାଙ୍ଗାଲୋରରେ ଛୁଟି ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ