Masthead

 ଅବକାରୀ ଧରପଗଡ଼

ଯାଜପୁର (ବଡ଼ ଖବର ବ୍ୟୁରୋ):  ଯାଜପୁର ଥାନା ଓ ଯାଜପୁର ଅବକାରୀ ବିଭାଗର ମିଳିତ ଚଢଉକୁ ମିଳିଛି ସଫଳତା । ଯାଜପୁର ସହରର ବିଭିନ୍ନ ସ୍ଥାନରୁ ୫ ଜଣ ଚୋରା ମଦ ବ୍ୟବସାୟୀ ଙ୍କୁ ଗିରଫ କରାଯାଇଛି । ବିପୁଳ ଚୋରା ମଦ ମଧ୍ୟ ଜବତ ହୋଇଛି । ଯାଜପୁର ସହର ତଥା ଆଖପାଖ ଅଂଚଳ ଯଥା ଗାରିଆପୁର, ମୋଟରଙ୍ଗାପାଳ, ସୁନ୍ଦରେଇମୁଁହ ପ୍ରଭୁତି ସ୍ଥାନରୁ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି । ଯାଜପୁର ଥାନାରେ ଜଣଙ୍କ ନାମରେ ଓ ଅବକାରୀ ବିଭାଗ ୪ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ