Masthead

ଘରପୋଡି ସମ୍ପତ୍ତି ଧ୍ୱଂସ

ବରୀ(ବଡ଼ ଖବର ବ୍ୟୁରୋ): ବିଦ୍ୟୁତ ସଟସର୍କିଟରୁ ଅଗ୍ନିକାଣ୍ଡ । ଯାଜପୁର ଜିଲ୍ଲା ରଘୁନାଥପୁର ଗ୍ରାମର ଜୟରାମ ସାହୁଙ୍କ ଘରେ ବିଦ୍ୟୁତ ସଟସର୍କିଟରୁ ନିଆ ଲାଗିଛି । ଅଗ୍ନିକାଣ୍ଡରେ ଗୋଟିଏ ବଖରା ସମ୍ପୂର୍ଣ୍ଣ ପୋଡି ନଷ୍ଟ ହୋଇଯାଇଛି । ଘରେ ଥିବା ସମସ୍ତ ଆସବାବପତ୍ର ପୋଡିଯାଇଛି । ଚାଷକାମ ପାଇଁ ରଖିଥିବା ୧ ଲକ୍ଷ ୨୦ହଜାର ଟଙ୍କାର ସୁନାଗହଣା ଜଳିପୋଡି ପାଉଁଶ ହୋଇଯାଇଛି । ପାଖଘର ଛାତରେ ଏକ ଫାଟ ସୃଷ୍ଟି ହୋଇଛି । ସହାୟତା ଯୋଗାଇ ଦେବାକୁ ପ୍ରଶାସନଙ୍କୁ ନିବେଦନ କରିଛନ୍ତି ଜୟରାମ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ