Masthead

କୁସୁମାର ବିଳାସପୂର୍ଣ୍ଣ ବଙ୍ଗଳା ବେଆଇନ୍‌: ଜିଲ୍ଲାପାଳ

ଯାଜପୁର(ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ଯାଜପୁର ସ୍ଥିତ କୁସୁମା ବିଳାସପୂର୍ଣ୍ଣ ବଙ୍ଗଳାକୁ ନେଇ ଅନେକ କଳ୍ପନା ଜଳ୍ପନା ଲାଗିରହିଥିଲା । ବର୍ତ୍ତମାନ କୁସୁମା ବଙ୍ଗଳା ବେଆଇନ୍ ବୋଲି ସୂଚନା ଦେଇଛନ୍ତି ଯାଜପୁର ଜିଲ୍ଲାପାଳ । ଏନେଇ ପ୍ରଶାସନ ଶୀଘ୍ର ପରିଚାଳନା ରୂପରେଖା ପ୍ରସ୍ତୁତ କରିବ ବୋଲି ସେ କହିଛନ୍ତି । ପୌର ପାଳିକା ଜମିରେ କଟେଜ୍‌ ତିଆରି ହୋଇଥିବା ସ୍ପଷ୍ଟ ହୋଇଛି ।

ସିଏସ୍‌ଆର୍‌ ପାଣ୍ଠିରେ ନିର୍ମାଣ ହୋଇଥିବା ମଧ୍ୟ ସ୍ପଷ୍ଟ ହୋଇଛି । ନିର୍ମାଣ ପରେ ଜିଲ୍ଲା ପ୍ରଶାସନକୁ ହସ୍ତାନ୍ତର ହେବା କଥା କିନ୍ତୁ ବିଳମ୍ବ ହୋଇଛି । ଏବେ ଆମେ ତାକୁ ହାତକୁ ନେବୁ, ପରିଚାଳନା ବ୍ୟବସ୍ଥା କରିବୁ । ସାଧାରଣ ଲୋକ ଯେଭଳି ବ୍ୟବହାର କରିପାରିବେ ଏଥିପାଇଁ ଏସ୍‌ଓପି ହେବ । ଏହାକୁ ଭଲ ଭାବେ ପରିଚାଳନା କରିବା ବ୍ୟବସ୍ଥା କରିବୁ ବୋଲି କହିଛନ୍ତି ଜିଲ୍ଲାପାଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର