Masthead

ଯାଜପୁର ଜିଲ୍ଲାକୁ ମରୁଡ଼ି ଘୋଷଣା ଦାବି

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲାର ୨୨୦୦ ହେକ୍ଟର ଚାଷ ଜମିକୁ ମରୁଡି ଅଂଚଳ ଘୋଷଣା କରିବାକୁ କିଶନ କଂଗ୍ରେସ ସେଲର ଦାବି । ଯାଜପୁର ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଯୋଗୁଁ ମରୁଡି ଆଶଙ୍କା ଦେଖାଦେଇଛି । ଚାଷୀ ମୁଣ୍ଡରେ ହାତ ଦେଇ ବସିଛି । ଜିଲ୍ଲାର ୨୨୦୦ହେକ୍ଟର ଜମିକୁ ମରୁଡି ଅଂଚଳ ଘୋଷଣା କରିବାକୁ ଦାବି କରିଛି କିଷାନ କଂଗ୍ରେସ ସେଲ । ସେଲର ସଭାପତି ଅମୀୟ ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଯାଜପୁର ଗସ୍ତରେ ଆସି ଧର୍ମଶାଳ କୋରେଇ ଯାଜପୁର ଓ ବରୀ ଗସ୍ତ କରି ମରୁଡି ପ୍ରପିଡିତ ଅଂଚଳ ବୁଲି ଦେଖିଥିଲେ ।

ଏହା ପରେ ଯାଜପୁର ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନିୀରେ ତୁରନ୍ତ ଅଚଳ ଉଠା ଜଳସେଚନକୁ ଚାଲୁ କରିବା, ପ୍ରଧାନ ମନ୍ତ୍ରୀ ଫସଲ ବୀମା ଯୋଜନାରୁ କ୍ଷତିପୁରଣ ଦେବା, କୃଷିଋଣ ଛାଡ କରିବା, ଇନପୁଟ ସବସିଡ ତୁରନ୍ତ ସରକାର ଯୋଗାଇ ନଦେଲେ ଆଗାମୀ ଦିନରେ କଂଗ୍ରେସ ଜିଲ୍ଲା ବ୍ୟାପି ଆନ୍ଦୋଳନ କରିବ ବୋଲି କହିଛନ୍ତି ରାଜ୍ୟ କିଷାନ କଂଗ୍ରେସ ସେଲ ସଭାପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ