Masthead

ଗାଧୋଇବାକୁ ନଦୀକୁ ଯାଇଥିବାବେଳେ ଦଳିଦେଲା ଦନ୍ତା

କୋରେଇ (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା କୋରେଇ ବ୍ଲକ ତଣ୍ଡରା ଗାଁରେ ବଣୁଆ ହାତୀର ଦନ୍ତା ଆତଙ୍କ । ହାତୀ ଆକ୍ରମଣରେ ଯୁବକ ମୃତ । ଆଜି ସକାଳେ ନଦୀକୁ ଶୌଚ ହେବାକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ମୃତ ଯୁବକ ଉପେନ୍ଦ୍ର କର ବୋଲି ଜଣାପଡିଛି। ନଦୀକୁ ଶୌଚ ପାଇଁ ଯାଇଥିବା ବେଳେ ଉପେନ୍ଦ୍ରଙ୍କୁ ଦଳି ଦେଲା ହାତୀ। ହାତୀକୁ ନେଇ ସ୍ଥାନୀୟ ଅଞ୍ଚଳରେ ଲୋକେ ଆତଙ୍କିତ । ସେପଟେ ହାତୀକୁ ଘଉଡ଼ାଇବା ପାଇଁ ବାନବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ