୧୧ଲକ୍ଷ ହଡ଼ପ ଅଭିଯୋଗ, ସରପଞ୍ଚ ନିଲମ୍ବିତ

ଯାଜପୁର (ବଡ଼ ଖବର ବ୍ୟୁରୋ):  ୧୧ଲକ୍ଷ ହଡ଼ପ ଅଭିଯୋଗ, ସରପଞ୍ଚ ନିଲମ୍ବିତ । ଦଶରଥପୁର ବ୍ଲକ ଗ୍ରାମନନ୍ଦିପୁର ପଞ୍ଚାୟତ ସରପଞ୍ଚ ସଞ୍ଜୁକ୍ତା ମହାନ୍ତି ନିଲମ୍ବିତ । ଟଙ୍କା ହେରଫେର ମାମଲାରେ ସଞ୍ଜୁକ୍ତା ମହାନ୍ତି ନିଲମ୍ବିତ । ୧୧ଲକ୍ଷ ୭୨ହଜାର ୫୦୦ଟଙ୍କା ହେରଫେର ଅଭିଯୋଗ । ଭତ୍ତା ଓ ମନରେଗା ଟଙ୍କା ହଡପ ଅଭିଯୋଗ

। ଅଭିଯୋଗ ପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟସରକାର। ସୁସ୍ଥ ଯୁବକଙ୍କୁ ଭତ୍ତା ଦେଇ ହିତାଧିକାରୀଙ୍କୁ ବଞ୍ଚିତ ରଖିବା ଓ ଆବାସ ବଣ୍ଟନରେ ବ୍ୟାପକ ଜାଲିଆତିରେ ଛନ୍ଦି ହୋଇଥିଲେ ସଂଯୁକ୍ତା। ଆଜି ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଏକ ନିର୍ଦ୍ଦେଶନାମା ଜାରି କରି ତାଙ୍କୁ ସରପଞ୍ଚ ପଦରୁ ବହିଷ୍କୃତ କରିଛନ୍ତି। ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ସରକାରଙ୍କ କାର୍ଯ୍ୟାନୁଷ୍ଠାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ