Masthead

ଚଡ଼କ ଯାତ୍ରାରେ ଅଘଟଣ

ଜଳେଶ୍ଵର (ବଡ଼ ଖବର ବ୍ୟୁରୋ): ଚଡ଼କ ଯାତ୍ରାରେ ଅଘଟଣ । ନୀଳ ପୋଖରୀରେ ବୁଡ ଲଗାଇ ଦଣ୍ଡ ମୁଣ୍ଡିଆ ମାରିବା ସମୟରେ ଅସୁସ୍ଥ ହୋଇ ପଡ଼ିଥିଲେ ୫୮ ବର୍ଷର ମହିଳା। ଉଦ୍ଧାର କରି ସ୍ୱାସ୍ଥ୍ୟ ଶିବିରକୁ ନେବା ବେଳେ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା । ମୃତ ମହିଳା ହେଲେ ପଶ୍ଚିମବଙ୍ଗ ଖଡକ ପୁର ଥାନ୍ତା ଅର୍ନ୍ତଗତ ଗୁମୁରିଆ ପାଲ ଗ୍ରାମର ତୁଳସୀ ମିଦ୍ଦା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା