Masthead

ଚଡ଼କ ଯାତ୍ରାରେ ଅଘଟଣ

ଜଳେଶ୍ଵର (ବଡ଼ ଖବର ବ୍ୟୁରୋ): ଚଡ଼କ ଯାତ୍ରାରେ ଅଘଟଣ । ନୀଳ ପୋଖରୀରେ ବୁଡ ଲଗାଇ ଦଣ୍ଡ ମୁଣ୍ଡିଆ ମାରିବା ସମୟରେ ଅସୁସ୍ଥ ହୋଇ ପଡ଼ିଥିଲେ ୫୮ ବର୍ଷର ମହିଳା। ଉଦ୍ଧାର କରି ସ୍ୱାସ୍ଥ୍ୟ ଶିବିରକୁ ନେବା ବେଳେ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା । ମୃତ ମହିଳା ହେଲେ ପଶ୍ଚିମବଙ୍ଗ ଖଡକ ପୁର ଥାନ୍ତା ଅର୍ନ୍ତଗତ ଗୁମୁରିଆ ପାଲ ଗ୍ରାମର ତୁଳସୀ ମିଦ୍ଦା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ