Masthead

ପୋଖରୀରେ ବୁଡି ମହିଳା ମୃତ

ଜଳେଶ୍ଵର (ବଡ଼ ଖବର ବ୍ୟୁରୋ): ପୋଖରୀରେ ବୁଡି ମହିଳା ମୃତ। କମର୍ଦ୍ଦା ଥାନା ବଡମନ୍ଦାରୁଣି ଗ୍ରାମର ଚନ୍ଦନ ପୋଖରୀରେ ମହିଳାଙ୍କ ମୃତ ଦେହ ଭାସୁଥିବା ଦେଖିବାକୁ ମିଳିଛି। ମୃତ ମହିଳା ହେଲେ ବଡମନ୍ଦାରୁଣି ଗ୍ରାମର ଜାନ୍ନବୀ ଗୋଛାୟତ । ଘଟଣାସ୍ଥଳରେ କମର୍ଦ୍ଦା ପୋଲିସ , ଅଗ୍ନିଶମ ବାହିନୀ ପହଞ୍ଚି  ପୋଖରୀରୁ ଉଦ୍ଧାର କରୁଛି ମୃତ ଦେହ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ